ଭୁବନେଶ୍ୱରରୁ ଉତ୍କେଲାକୁ ଉଡ଼ିଲା ବିମାନ: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ଦ୍ବାରା ଶୁଭାରମ୍ଭ, ଫ୍ଲାଗଅପ୍ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ୱରରୁ ଉତ୍କେଲାକୁ ଆଜି ଆରମ୍ଭ ହୋଇଛି ବିମାନ ସେବା। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଗ୍ୱାଲିୟରରୁ ଭର୍ଚୁଆଲରେ ଏହାର ଶୁଭାରମ୍ଭ କରିଥିବା

Read more