ମିସେସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ସୋଆର ପୁରାତନ ଛାତ୍ରୀ ରୁପ୍‌ସା

ଭୁବନେଶ୍ୱର,୩୦/୦୪: ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ର ପୂର୍ବତନ ଛାତ୍ରୀ ରୂପସା ନାୟକ ମିସେସ୍ ଇଣ୍ଡିଆ କ୍ରାଉନ୍ ହାସଲ କରି ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି।

Read more