ଆଜି ଅଣସର ପଞ୍ଚମୀ, ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ଆଜି ମହାପ୍ରଭୁଙ୍କ ଅଣସର ସେବାର ପଞ୍ଚମ ଦିନ । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ମହାପ୍ରଭୁ ଏବେ ଜ୍ଵରରେ ପୀଡିତ ହୋଇ ଅନବସରରେ

Read more