ଜି-୨୦ ସମ୍ମିଳନୀର ଆଜି ଦ୍ୱିତୀୟ ଦିନ : ରାଜଘାଟ ଯାଇ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ ବିଶ୍ୱ ନେତା

ସତ୍ୟଦ୍ରଷ୍ଟା: ଜି-୨୦ ସମ୍ମିଳନୀର ଆଜି ଦ୍ୱିତୀୟ ତଥା ଶେଷ ଦିନ । ସକାଳ ୯ା ଭିତରେ ରାଜଘାଟ ଯାଇ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ ବିଶ୍ୱ ନେତା ।

Read more