ଅଙ୍ଗନବାଡି କେନ୍ଦ୍ରରେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର

ମାହାଙ୍ଗା ୧୧।୧୧: ଅଙ୍ଗନବାଡି କେନ୍ଦ୍ରରେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର । ବିସ୍ଫୋରଣରେ ଜଳିଗଲା ଅନେକ ଆସବାବପତ୍ର । ପିଲାଙ୍କ ପାଇଁ ରୋଷେଇ ଚାଲିଥିବା ବେଳେ ଅଘଟଣ ।

Read more