ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ଲେଫ୍‌ଟନାଣ୍ଟ ଜେନେରାଲ୍‌ ଚଣ୍ଡୀ ପ୍ରସାଦ ମହାନ୍ତି

ଲେଫ୍‌ଟନାଣ୍ଟ ଜେନେରାଲ୍‌ ଚଣ୍ଡୀ ପ୍ରସାଦ ମହାନ୍ତି ଆଜି ଭାରତୀୟ ସ୍ଥଳସେନାର ଉପମୁଖ୍ୟ (ଭାଇସ୍‌ ଚିଫ୍‌ ଅଫ ଆର୍ମି ଷ୍ଟାପ୍‌) ଭାବେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

Read more