ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା: ଆଜି ରାତି ୧୨ଟାରୁ କାଲି ଦିନ ୧୧ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେଧୀରେ ଭିଡ଼ ବଢ଼ିବାରେ ଲାଗିଛି।

Read more