ପୁରୀରେ ବଲିଉଡ୍ ଅଭିନେତା ଗୋବିନ୍ଦା, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ ୩୧।୮: ବଲିଉଡ୍ ଅଭିନେତା ଗୋବିନ୍ଦା ପୁନର୍ବାର ମଙ୍ଗଳବାର ଶ୍ରୀମନ୍ଦିର ଆସି ରତ୍ନସିଂହାସନ ସ୍ଥିତ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି । ମହାପ୍ରଭୁଙ୍କର ସେ ଜଣେ ପରମ

Read more