୩୦,୦୦୦ କର୍ମଚାରୀ ଛଟେଇ କରିବ ‘ଗୁଗଲ୍‌’: ରିପୋର୍ଟ

ନୂଆଦିଲ୍ଲୀ: ଚଳିତ ବର୍ଷ ୧୨,୦୦୦ କର୍ମଚାରୀଙ୍କୁ ଛଟେଇ କରିଥିବା ‘ଗୁଗଲ୍‌’ ଆହୁରି ୩୦,୦୦୦ କର୍ମଚାରୀଙ୍କୁ ଛଟେଇ କରିବା ପାଇଁ ଯୋଜନା କରୁଥିବା କଥା ଏକ ରିପୋର୍ଟରୁ ଜଣାପଡ଼ିଛି।

Read more