ଓଡ଼ିଶା ଛାଡ଼ିବେ ରାଜ୍ୟପାଳ: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର ଓଡ଼ିଶା ଛାଡ଼ିବେ। ଏହା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଭବନ ଯାଇ ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

Read more