ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର, ପେନସନ୍ ପାଇବାକୁ ଥିବା କର୍ମଚାରୀଙ୍କ ପାଇଁ ଖୋଲିବ ହେଲ୍ପଡେସ୍କ

ସରକାରୀ ଚାକିରିଆ ମାନଙ୍କ ନିମନ୍ତେ ଖୁସି ଖବର। ଅବସର ଗ୍ରହଣ ପରେ ପେନସନ୍ ପାଇନଥିବା କର୍ମଚାରୀମାନେ ଏଣିକି ଜିଲ୍ଲାସ୍ତରୀୟ କାର୍ଯ୍ୟାଳୟରେ ପେନସନ୍ ଆବେଦନ କରିପାରିବେ। ଏଥି ନିମନ୍ତେ

Read more