ରାଜ୍ୟରେ ୨ ଲକ୍ଷ ୨୬ ହଜାର ୫୫୯ ସରକାରୀ ପଦବୀ ଖାଲି ପଡ଼ିଛି: ଅର୍ଥମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଏବେ ୨ ଲକ୍ଷ ୨୬ ହଜାର ୫୫୯ଟି ସରକାରୀ ପଦବୀ ଖାଲି ପଡ଼ିଛି ବୋଲି ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ସୂଚନା ଦେଇଛନ୍ତି।

Read more