ଗିରଫ ହେଲେ ‘ଇସ୍ରୋ’ ବୈଜ୍ଞାନିକ କହି ଚନ୍ଦ୍ରଯାନ-୩ ଲ୍ୟାଣ୍ଡର୍‌ ଡିଜାଇନ୍‌ କରିଛନ୍ତି ବୋଲି ଦାବି କରିଥିବା ଟ୍ୟୁସନ୍‌ ଶିକ୍ଷକ

ସୁରତ: ନିଜକୁ ‘ଇସ୍ରୋ’ର ବୈଜ୍ଞାନିକ ତଥା ‘ଚନ୍ଦ୍ରଯାନ-୩ର ବିକ୍ରମ୍‌ ଲ୍ୟାଣ୍ଡର୍‌’ର ଡିଜାଇନ୍‌ କରିଛନ୍ତି ବୋଲି କହି ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେଉଥିବା ଟ୍ୟୁସନ୍‌ ଶିକ୍ଷକ ମିତୁଲ ତ୍ରିବେଦୀଙ୍କୁ ବୁଧବାର

Read more