ପରବର୍ତ୍ତି ନିର୍ଦ୍ଦେଶ ନ ଆସିବା ଯାଏ ଜ୍ଞାନବ୍ୟାପୀରେ ମିଳିଥିବା ଶିବଲିଙ୍ଗଙ୍କୁ ସୁରକ୍ଷା ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ପରବର୍ତ୍ତି ନିର୍ଦ୍ଦେଶ ନ ଆସିବା ଯାଏ ଉତ୍ତର ପ୍ରଦେଶ ଜ୍ଞାନବ୍ୟାପୀ ମସ୍‌ଜିଦ୍‌ ପରିସରରେ ମିଳିଥିବା ଶିବଲିଙ୍ଗଙ୍କୁ ସୁରକ୍ଷା ବଳୟ ଭିତରେ ରଖାଯିବ। ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।

Read more