ଆଜିଠୁ ଚାରିମାସ ପାଇଁ ଶୋଇ ରହିବେ ମହାପ୍ରଭୁ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ହରିଶୟନ ନୀତି ଅନୁଷ୍ଠିତ ହେବ । ପରମ୍ପରା ଅନୁଯାୟୀ, ଆଜି ଠାରୁ ମହାପ୍ରଭୁ ୪ ମାସ ପର୍ଯ୍ୟନ୍ତ ଶୋଇ ରହିବେ। ଭାଦ୍ରବ ମାସରେ

Read more