ବସ୍ତା ବିଧାୟକଙ୍କୁ ହତ୍ୟା ଧମକ

ଜଳେଶ୍ୱର ୧୪।୦୯ : ବିଧାୟକଙ୍କୁ ହତ୍ୟା ଧମକ । ବାଲେଶ୍ୱର ଜିଲ୍ଲା ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ହତ୍ୟା ଧମକ ଦିଆଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି

Read more