ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଦୁର୍ବ୍ୟବହାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

ଦେଓଗାଁ: ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ମୁରସିଂ ୟୁପିସ୍କୁଲରେ ବର୍ଷେ ତଳେ ଚତୁର୍ଥ ଶ୍ରେଣୀର ଜଣେ ଛାତ୍ରୀଙ୍କୁ ଶିକ୍ଷକ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ମାମଲାରେ ପୂର୍ଣ୍ଣଛେଦ ପଡ଼ିଛି।

Read more