ରତ୍ନଭଣ୍ଡାର ସମ୍ପର୍କିତ ମାମଲା: ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ: ଓଡ଼ିଶା ହାଇକୋର୍ଟରେ ଶୁକ୍ରବାର ଅପରାହ୍‌ଣରେ ରତ୍ନଭଣ୍ଡାର ସମ୍ପର୍କିତ ଗୁରୁତ୍ବପୂର୍ଣ୍ଣ ମାମଲାର ଶୁଣାଣି ହୋଇଛି। ହାଇକୋର୍ଟ କହିଛନ୍ତି ଯେ, ରତ୍ନଭଣ୍ଡାର ମରାମତି ପାଇଁ ଗଠନ କମିଟି ହେବ।

Read more