ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ପାଇଁ ଚିଠି ଜାରି କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ

Read more