ଉପରମୁଣ୍ଡରେ ଜଳସ୍ତର ବଢ଼ିବାରୁ ହୀରାକୁଦର ଖୋଲିଲା ଆଉ ୪ଟି ଗେଟ

ବୁର୍ଲା: ଉପରମୁଣ୍ଡରେ ଜଳସ୍ତର ବଢ଼ିବାରୁ ହୀରାକୁଦର ଆଉ ୪ଟି ଗେଟ ଖୋଲାଯାଇଛି | ଗତକାଲି ୩ଟି ଗେଟ ଖୋଲାଯାଇଥିବାବେଳେ ଆଜି ପୁଣି ଆଉ ୪ଟି ଗେଟ ଖୋଲାଯାଇଛି

Read more