କ୍ଷୀର ଗାଡ଼ି ଧକ୍କାରେ କାର୍ଯ୍ୟରତ ହୋମଗାର୍ଡଙ୍କ ମୃତ୍ୟୁ

ନୀଳଗିରି: ବାଲେଶ୍ବର ଜିଲ୍ଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ କ୍ଷୀର ଗାଡ଼ି ଧକ୍କାରେ ସାଇକେଲରେ ଯାଉଥିବାଜରେ  କାର୍ଯ୍ୟରତ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି।ମୃତକ ଛୋଟକାନପୁର ଅଞ୍ଚଳ ଲକ୍ଷ୍ମୀଧର ଜେନା(୫୫)।

Read more