ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଯାଜପୁର: ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୭ ଦୋକାନ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ । ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲାର ବ୍ରହ୍ମବରଦା ବଜାର ତାରିଣୀ ଛକରେ

Read more