ଆର୍ଯ୍ୟନଙ୍କୁ ନେଇ ହ୍ରିତିକ ଲେଖିଲେ ଏଭଳି ପୋଷ୍ଟ

ନୂଆଦିଲ୍ଲୀ: ମୁମ୍ବାଇ କ୍ରୁଜ ଡ୍ରଗ୍ସ ପାର୍ଟି ଘଟଣାରେ ଜାହାଜରେ ରେଡ ପଡିବାବେଳେ ଧରାପଡିଥିଲେ ଶାହାରୁଖଙ୍କ ପୁଅ ଆର୍ଯ୍ୟନ । ତାଙ୍କୁ ହେଫାଜତରେ ନେଇ ଜେରା କରିଥିଲା ଏନସିବି

Read more