ସାହିତ୍ୟିକ ହୁସେନ ରବି ଗାନ୍ଧୀଙ୍କ ପରଲୋକ, ୭୫ ବର୍ଷ ବୟସରେ ଦେହାନ୍ତ

ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଆଜି ମଧ୍ୟାହ୍ନରେ ପରଲୋକ ହୋଇଛି। କଟକ ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ୭୫

Read more