ସିନ୍ଧେକେଲା ଆଇଆଇସି ସସ୍‌ପେଣ୍ଡ

୨୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ି ଗିରଫ ହୋଇଥିବା ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ଅଧିକାରୀ ଆଲୋକ କୁମାର ବେହେରାଙ୍କୁ ନିଲମ୍ବନ କରାଯାଇଛି।

Read more