ସହମତିରେ ଶାରିରୀକ ସମ୍ପର୍କ ଦୁଷ୍କର୍ମ ନୁହେଁ : ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ଓଡ଼ିଶା ହାଇକୋର୍ଟ

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । କୌଣସି ମନ୍ଦ ଉଦ୍ଦେଶ୍ୟ ନଥାଇ ବିବାହ ପ୍ରତିଶ୍ରୁତି ଆଧାରରେ ଶାରୀରିକ ସମ୍ପର୍କ ଦୁଷ୍କର୍ମ ନୁହେଁ ବୋଲି ରାୟ ଦେଇଛନ୍ତି କୋର୍ଟ

Read more