ଆଇଏଏସ୍‌ଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଆରମ୍ଭ ହୋଇଛି ଦୁଇଦିନିଆ ଆଇଏଏସ ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବା ସହ ସଶକ୍ତ ଓଡ଼ିଶା ଗଠନ କରିବାକୁ ଆହ୍ୱାନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ

Read more