କଂଗ୍ରେସକୁ ୧୭୦୦କୋଟି ଟଙ୍କାର ରିକଭରି ନୋଟିସ ପଠାଇଲା ଆୟକର ବିଭାଗ

ନୂଆଦିଲ୍ଲୀ: କଂଗ୍ରେସକୁ ଲାଗୁଛି ଝଟକା ଉପରେ ଝଟକା । ଟିକସ ପୁନଃମୂଲ୍ୟାଙ୍କନ ପାଇଁ ଆୟକର ବିଭାଗ ପଠାଇଥିବା ନୋଟିସ ବିରୋଧରେ ଦିଲ୍ଲୀ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲା ଦଳ।

Read more