ପାକିସ୍ତାନ ବିପକ୍ଷରେ ଭାରତର ବଡ଼ ବିଜୟ ! ୨୨୮ ରନରେ ହାରିଲା ପାକିସ୍ତାନ ଟିମ୍

କଲମ୍ବୋ : କଲମ୍ବୋର ପ୍ରେମଦାସା ଷ୍ଟାଡିୟମଠାରେ ଚାଲିଥିବା ଏସିଆ କପର ସୁପର-୪ ମ୍ୟାଚରେ ପାକିସ୍ତାନକୁ ୨୨୮ ରନର ବିଶାଳ ବ୍ୟବଧାନରେ ପରାସ୍ତ କରିଛି ଟିମ ଇଣ୍ଡିଆ ।

Read more