ମୋଦୀ ସରକାରର ବଡ ପ୍ଲାନ୍ । ଲାକ୍ଷାଦ୍ୱୀପରେ ନିର୍ମାଣ ହେବ ନୂଆ ବିମାନବନ୍ଦର

ଲାକ୍ଷାଦ୍ୱୀପକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନୂଆ ପ୍ଲାନ୍ । ଭାରତ ସରକାର ଲାକ୍ଷାଦ୍ୱୀପର ମିନିକୟ ଦ୍ୱୀପ ଉପରେ ଏକ ନୂଆ ଏୟାରପୋର୍ଟର ନିର୍ମାଣ କରିବାକୁ ଯାଉଛନ୍ତି ।

Read more