ନେପାଳର ଅନ୍ନପୂର୍ଣ୍ଣା ପର୍ବତରୁ ନିଖୋଜ ଭାରତୀୟ ପର୍ବତାରୋହୀ ଅନୁରାଗଙ୍କ ମୃତଦେହ ଉଦ୍ଧାର

କାଠମାଣ୍ଡୁ : ନେପାଳର ଅନ୍ନପୂର୍ଣ୍ଣା ପର୍ବତରୁ ସୋମବାର ନିଖୋଜ ହୋଇଯାଇଥିବା ଭାରତୀୟ ପର୍ବତାରୋହୀ ଅନୁରାଗ ମାଲୁ ମୃତ୍ୟୁବରଣ କରିଛନ୍ତି । ମଙ୍ଗଳବାରଦିନ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି

Read more