ଏପ୍ରିଲ ୨୧ରୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଦୁଇଦିନିଆ ‘ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ

କୋରାପୁଟ: ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚଳିତ ମାସ ୨୧ ଓ ୨୨ ତାରିଖରେ କ୍ରୀଡ଼ା ଭାରତୀ ସହଯୋଗରେ ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ ଆୟୋଜନ କରାଯାଉଛି।

Read more