ମରକ୍କୋ ପରେ ୬ ତୀବ୍ରତାର ଭୂମିକମ୍ପରେ ଥରିଲା ଇଣ୍ଡୋନେସିଆ

ନୂଆଦିଲ୍ଲୀ: ମରକ୍କୋ ପରେ ୬ତୀବ୍ରତାର ଭୂମିକମ୍ପରେ ଥରିଲା ଇଣ୍ଡୋନେସିଆ । ହଲମାହେରା ଦ୍ୱୀପପୁଞ୍ଜରେ ଭୂକମ୍ପର ଝଟକା ଲାଗିଥିବା ଜଣାଯାଇଛି। ଭୂକମ୍ପର ଉତ୍ପତ୍ତିସ୍ଥଳ ଟର୍ନେଟ ଦ୍ୱୀପପୁଞ୍ଜର ଉତ୍ତର-ଉତ୍ତରପୂର୍ବଠାରୁ ପ୍ରାୟ

Read more