କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଭୁବନେଶ୍ବର: କେ‌ତେକ ଅସନ୍ତୁଷ୍ଟ କର୍ମୀ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କରିଥିବା ଜଣାଯାଇଛି। ସେମାନେ ମୁହଁରେ ମୁଖା ପିନ୍ଧି ଆସି କାଳିମାଡ଼ କରିଥିବା

Read more