ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି, ମାମଲା ହାଇକୋର୍ଟରେ ଥିବାରୁ କାମ ବନ୍ଦ ରହୁ-INTACH

ଭୁବନେଶ୍ୱର ୧୪।୦୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚାଲିଥିବା ନିର୍ମାଣ କାର୍ଯ୍ୟକୁ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା INTACH

Read more