ବାଲୁକାକଳାରେ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ  : ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କ ମହାମିଳନର ମହାପର୍ବ । ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇବେ

Read more