ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ

 ସମ୍ବଲପୁରରେ ପୁଣି ବଢିଲା ଇଣ୍ଟରନେଟ୍‌ କଟକଣା। ଆଉ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ। ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ୍‌ ସେବା। ହ୍ଵାଟ୍ସଆପ୍‌,

Read more