ଆସନ୍ତା ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବାକୁ ନିଷ୍ପତ୍ତି ହୋଇଛି: ଗଜପତି

ଭୁବନେଶ୍ବର: ଆସନ୍ତା ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିରସ୍ଥ ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ସେଠାରେ ଗଚ୍ଛିତ ଥିବା ମୂଲ୍ୟବାନ ସମ୍ପତ୍ତିର ଗଣତି ଓ ମଣତି କରାଯିବ।

Read more