ଜମ୍ମୁ କଶ୍ମୀରରେ ଆରମ୍ଭ ହୋଇଯାଇଛି ପ୍ରଥମ ପର୍ଯ୍ୟାୟ ମତଦାନ

ଶ୍ରୀନଗର: ଜମ୍ମୁ କଶ୍ମୀରରେ ଆଜି ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି।  ପ୍ରଥମ ପର୍ଯ୍ୟାୟରେ ୨୪ଟି ଆସନରେ ୨୯୨ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।

Read more