ପଞ୍ଚଭୂତରେ ବିଲୀନ ହେଲା ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ମରଶରୀର

ପଞ୍ଚଭୂତରେ ବିଲୀନ ହେଲା ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ମରଶରୀର। କଟକ ଖାନନଗର ଶ୍ମଶାନରେ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହୋଇଛି ।

Read more