ମହାନଦୀ ପ୍ରସଙ୍ଗ: ମୋସନ ଆକାରରେ ଆଲୋଚନା ପାଇଁ ଦାବି କଲେ ବିରୋଧୀ ଦଳ ନେତା

ଭୁବନେଶ୍ବର: ଆଜି ବିଧାନସଭାରେ ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇଛନ୍ତି। ମହାନଦୀ ପ୍ରସଙ୍ଗ ଉପରେ ମୋସନ ଆକାରରେ ଆଲୋଚନା ହେଉ

Read more