ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରିରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଛି ।

Read more