ଝାରସୁଗୁଡ଼ା ଉପନିର୍ବାଚନ ମଇଦାନରେ ରହିଲେ ୯ ଜଣ ପ୍ରାର୍ଥୀ

ଭୁବନେଶ୍ୱର: ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନରେ ୯ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ବନ୍ଦ୍ବିତା କରିବେ। ଏଥିଲାଗି ସମୁଦାୟ ୧୦ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ |

Read more