ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବଦଳିଲେ ଜିଲ୍ଲାପାଳ

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ଏଠାରେ ଥିବା ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ବଦଳି ହୋଇଛି। ସୋନପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେଙ୍କୁ ଝାରସୁଗୁଡ଼ାରେ ନୂଆ ଦାୟିତ୍ବ

Read more