ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା, ଝାରସୁଗୁଡ଼ା ପାଲଟିଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର

ରାଜ୍ୟରେ ଅଗ୍ନିବର୍ଷା। ଜଳୁଛି ପଶ୍ଚିମ ଓଡ଼ିଶା, କଲବଲ ଉପକୂଳ ଓଡ଼ିଶା। ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମଲହରୀ। ୮ଟି ସହରର ତାପମାତ୍ରା ୪୪ ଡିଗ୍ରୀ ଉପରେ

Read more