ଦିନ ୨ଟା ୩୦ରେ ଝାରସୁଗୁଡ଼ାରେ ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ, ତାତିରେ ତ୍ରାହିତ୍ରାହି ଡାକିଲେ ଭୁବନେଶ୍ବରବାସୀ

ଭୁବନେଶ୍ବର: ଆଜି ଦିନ ତମାମ ରାଜ୍ୟବାସୀ ତତଲା ଖରା ଓ ଝାଞ୍ଜିରେ ଭାଜି ହୋଇଛନ୍ତି। ଅପରାହ୍‌ଣ ୨ଟା ୩୦ରେ ସୁଦ୍ଧା ରେକର୍ଡ ତାପମାତ୍ରା ଅନୁଭୂତ ହୋଇଛି। ଏଥିରେ

Read more