ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପରିସରରେ ସ୍ଥାପନ ହେଲା ୧.୪ MTPA Rebar ମିଲ୍‌, ଉଦଘାଟନ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ

ଅନୁଗୁଳ, ୨୮/୦୪: ଅନୁଗୁଳ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପରିସରରେ ୧.୪ MTPA Rebar Millକୁ ଉଦଘାଟନ କଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମ ଚନ୍ଦ୍ର ପ୍ରସାଦ

Read more