ସାମ୍ୱାଦିକଙ୍କୁ ହସ୍ପିଟାଲରେ ବେଡି ପକାଇବା ଘଟଣା : ନିଜ ଆଡୁ ରିପୋର୍ଟ କଲେ OHRC

ଭୁବନେଶ୍ୱର ୦୮/୦୪: ବାଲେଶ୍ୱର ଜିଲ୍ଲା ନୀଳଗିରିରେ ଜଣେ ସାମ୍ବାଦିକଙ୍କୁ ମିଛ କେସରେ ଫସାଇ ହସ୍ପିଟାଲରେ ବେଡ଼ି ପକାଇବା ଘଟଣା । ରିପୋର୍ଟ ତଲବ କରିଛନ୍ତି ରାଜ୍ୟ ମାନବାଧିକାର

Read more