ଜୁଏଲ ଓରାମ ପୁଣି ହସ୍ପିଟାଲରେ ଭର୍ତ୍ତି, ଦିଲ୍ଲୀ ଏମ୍ସରେ ଚାଲିଛି ଚିକିତ୍ସା

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ସୋମବାର ବିଳମ୍ବିତ ରାତିରେ ଭର୍ତ୍ତି ହୋଇଛନ୍ତି। ମନ୍ତ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍‌ ୱାର୍ଡରେ ଭର୍ତ୍ତି କରାଯାଇଛି

Read more