ଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା; ୬ ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର:  ଜୁଲାଇ ୬ ତାରିଖରେ ବାହାରିବ ମାଟ୍ରିକ ପରୀକ୍ଷା ରେଜଲ୍ଟ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଆଜି ଏହି ସୂଚନା ଦେଇଛନ୍ତି।

Read more